ଅଇଁଠାପାଲି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଦୁଃଖ ପ୍ରକାଶ ୫ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର ୯-୨ (ଓଡ଼ିଆ ପୁଅ) ସମ୍ବଲପୁର ଜିଲ୍ଲାର ଅଇଁଠାପାଲି ପୋଲିସ ଷ୍ଟେସନରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖପ୍ରକାଶ କରିବା ସହିତ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। (ଫାଇଲ୍ ଫଟୋ)

Leave a Reply

Your email address will not be published. Required fields are marked *