ଓଡ଼ିଶା

ଆଜି ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ

ଭୁବନେଶ୍ୱର ୯ ଜୁନ୍ (ଓଡ଼ିଆ ପୁଅ) : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଭାଗ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ। ପୂର୍ବାହ୍ନ ୧୦ଟା ୩୦ରେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ପୁସ୍ତିକା ଉନ୍ମୋଚନ କରିବା ପରେ  ଛାତ୍ରଛାତ୍ରୀମାନେ www.chseodisha.nic.inwww.orissaresults.nic.in ମାଧ୍ୟମରେ ସେମାନଙ୍କ ଫଳ ଜାଣିପାରିବେ।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top