ଆସନ୍ତା କାଲି ଦୁଇ ଦିନିଆ ଓଡିିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ) ଶ୍ରୀ ଗିରିରାଜ ସିଂହ

– ଆସନ୍ତା ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ
ଭୁବନେଶ୍ୱର, ୨୭/୦୬ (ଓଡ଼ିଆ ପୁଅ) : ଆସନ୍ତା କାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର (ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଗିରିରାଜ ସିଂହ। ଶ୍ରୀ ସିଂହ ଆସନ୍ତା କାଲି ସଂଧ୍ୟା ୭ଟା ୩୦ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ଆସି ପହଚିଂବେ। ଜୁନ୍ ୨୯ ତାରିଖରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଶେଷ ହେବା ପରେ ଶ୍ରୀ ସିଂହ ସଂଧ୍ୟା ୮ ଟାରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ପ୍ରସାଦ ମହାପାତ୍ର ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *