ଉଜ୍ୱଳ ଓ ଉତଥାନ ତାଳିମି ଶିବିର ଉଦ୍ ଯାପନ

ତିର୍ତ୍ତୋଲ ୦୩/୫ (ଓଡ଼ିଆ ପୁଅ/ଟୁକନ ସେଠୀ)- ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ରାଜ୍ୟର ପ୍ରାଥମିକ ଓ ଉଚ୍ଚପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ମାନଙ୍କୁ ତାଲିମ୍ ଦିଆଯାଇଛି। ୩ଟି ପର୍ଯ୍ୟାୟରେ ଏହି ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାବେଳେ ତିର୍ତ୍ତୋଲ ବ୍ଲକ ମଣିଜଙ୍ଗା ଉଚ୍ଚବିଦ୍ୟାଳୟ ପରିସରରେ ୩ ଦିନିଆ ତାଲିମ୍ ଶିବିର ଆଜି ଉଦ୍ ଯାପିତ ହୋଇଯାଇଛି। ଉଜ୍ୱଳରେ ୪୫ ଜଣ ଓ ଉତଥାନରେ ସମାନ ସଂଖ୍ୟକ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ତାଲିମ୍ ଦିଆଯାଇଛି। ଏହି କାର୍ଯ୍ୟକ୍ରମରେ ତିର୍ତ୍ତୋଲ ବ୍ଲକର ୬ ଶହରୁ ଉର୍ଦ୍ଧ ଶିକ୍ଷକଙ୍କୁ ତାଲିମ୍ ପ୍ରଦାନ କରାଯାଇଥିବା ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *