ବିଜୁ ଜନତା ଦଳ ଖଣ୍ଡପଡ଼ା ବ୍ଲକ ସଭାପତି ଭାବେ ଚନ୍ଦ୍ରକାନ୍ତ ବଳିଆରସିଂହ ନିଯୁକ୍ତ

ଭୁବନେଶ୍ୱର ୧୮-୦୮ (ଓଡ଼ିଆ ପୁଅ) ଆଜି ବିଜୁ ଜନତା ଦଳ ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀର ଖଣ୍ଡପଡ଼ା ବ୍ଲକ ସଭାପତି ଭାବେ ଶ୍ରୀ ଚନ୍ଦ୍ରକାନ୍ତ ବଳିଆରସିଂହଙ୍କୁ ନିଯୁକ୍ତ କରିଛନ୍ତି ବୋଲି ବିଜୁ ଜନତା ଦଳର ରାଜ୍ୟ ସଂପାଦକ ବିଜୟ ନାୟକ ଏକ ପ୍ରେସ୍‌ ଇସ୍ତାହାରରେ ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *