ଓଡ଼ିଶା

ଗଜପତି ଜିଲାରେ ପାହଡ ଧସି ଜୀବନହାନୀ ଘଟଣା ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

– ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର, ୧୩ ଅକ୍ଟୋବର (ଓଡ଼ିଆ ପୁଅ) -ତିତଲି ରୁ ରକ୍ଷା ପାଇବା ପାଇଁ ଗୁମ୍ଫାରେ ଆଶ୍ରୟ ନେଇଥିବା ଗଜପତି ଜିଲା ରାୟଗଡ ବ୍ଲକ ଗଙ୍ଗାବାଡ ପଂଚାୟତର ବାରଘର ଗାଁର ଲୋକେ ପାହଡ ଧସି ମୃତ୍ୟୁବରଣ କରିଥିବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ଏଭଳି ଖବର ଗଣମାଧ୍ୟମରୁ ଜାଣିବା ପରେ ଏହା ତାଙ୍କୁ ମର୍ମାହତ କରିଛି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟୁଇଟ ଯୋଗେ ପ୍ରକାଶ କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top