ଅପରାଧ

ଟ୍ରେନରେ କଟି ଅଜଣା ମହିଳା ମୃତ, ମୃତ୍ୟୁର କାରଣ ଅସ୍ପଷ୍ଟ

ହରିଚନ୍ଦନପୁର, ତା୨୨ ଅଗଷ୍ଟ (ଓଡ଼ିଆ ପୁଅ/ପ୍ରେମାନନ୍ଦ ଦାସ) କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଶଗଡପଟା ରେଲୱେ ଷ୍ଟେସନ ନିକଟରେ ଗତ ମଙ୍ଗଳବାର ଦିନ ବିଳମ୍ବିତ ରାତିରେ ଟ୍ରେନରେ କଟି ଜଣେ ଅଜଣା ମହିଳାଙ୍କ ମୃତ୍ୟୁ ଘଟିଥିବାର ଜଣାପଡିଛି। ଖବର ପାଇ ରେଲୱେ ଓ ହରିଚନ୍ଦନପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତ ଶବଟିକୁ ବ୍ୟବଚ୍ଛେଦ ନିମନ୍ତେ କେନ୍ଦୁଝର ପଠାଇଥିବାର ଜଣାପଡିଛି। ମୃତ୍ୟୁର କାରଣ ଓ ମହିଳା ଜଣଙ୍କର ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top