ଓଡ଼ିଶା

ଦୀପାବଳି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭକାମନା

ନୂଆ ଦିଲ୍ଲୀ ୭-୧୧ (ଓଡ଼ିଆ ପୁଅ) ଦୀପାବଳିର ପବିତ୍ର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
“ଶୁଭ ଦୀପାବଳି! ଏହିପର୍ବ ସମସ୍ତଙ୍କ ଜୀବନରର ସୁଖ, ସମୃଦ୍ଧି ଏବଂ ଶାରୀରିକ ସୁସ୍ଥତା ଭରିଦେଉ। ଶୁଭ ଏବଂ ଆଲୋକର ଶକ୍ତି ସବୁବେଳେ ପ୍ରକାଶିତ ହେଉ,” ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top