ଗଞ୍ଜାମ

ପୁରୁଷୋତ୍ତମପୁର ବ୍ଲକରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ପୁରୁଷୋତ୍ତମପୁର,୮/୩(ଓଡ଼ିଆ ପୁଅ/ସୁଦାମ ମହାରଣା) ସ୍ଥାନୀୟ ବ୍ଲକ ସମ୍ମଳନୀ କକ୍ଷରେ ସମନ୍ନିତମହିଳା ଓଶିଶୁ ବିକାଶ ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତହୋଇଯାଇଛି।ବ୍ଲକ ଉପାଧ୍ୟକ୍ଷା ବବିତା ରାଉଳ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ।ସିଡ଼ିପିଓ ସବିତା ଚ୍ୟାଉପଟ୍ଟନାୟକଙ୍କ ସଞ୍ଜୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଡ଼ିଓ ଲୋକନାଥଦଳ ବେହେରା, ମୁଖ୍ୟ ବକ୍ତା ତାରାତାରିଣୀ ମହାବିଦ୍ୟାଳୟ ର ଇଂରାଜୀ ବିଭାଗ ଅଧ୍ୟାପିକା ମୋନାଲିସା ମିଶ୍ର, ବ୍ଲକ ଅଧ୍ୟକ୍ଷ, ଏବିଡିଓ ମଧୁସୂଦନ ମହାରଣା, ସାସଦ ପ୍ରତିନିଧି ଅନିଲ କୁମାର ଦାଶ ପ୍ରମୁଖ ଉପସ୍ଥିତ ରହି ସାମାଜିକ, ଅର୍ଥନୈତିକ ଓ ରାଜନୈତିକ ବ୍ୟବସ୍ଥା ରେ ମହିଳା ମାନଙ୍କ ଭୂମିକା ଉପରେ ଆଲୋକପାତ କରିଥିଲେ।ଏହି ଅବସରରେ ଶତାଧିକ ଅଙ୍ଗନବାଡି କର୍ମୀ ଏକଶୋଭା ଯାତ୍ରାରେ ସହର ପରିକ୍ରମା କରିଥିଲେ।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top