ଅନୁଗୁଳ

ପୂର୍ବତନ ସାମରିକ ସଂଘ ତରଫରୁ କେରଳ ବନ୍ୟା ପ୍ରପୀଡ଼ିତଙ୍କୁ ସାହାଯ୍ୟ

ଅନୁଗୋଳ,୪/୯(ଓଡ଼ିଆ ପୁଅ/ଅଜିତ କୁମାର ବେହେରା): କେରଳର ପ୍ରଳୟଙ୍କରୀ ବନ୍ୟା ପ୍ରପୀଡ଼ିତ ଲୋକଙ୍କ ସାହାଯ୍ୟାର୍ଥେ ଅନୁଗୋଳ ଜିଲ୍ଲା ପୂର୍ବତନ ସାମରିକ ସଂଘର କର୍ମକର୍ତାମାନେ ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଅନିଲ କୁମାର ସାମଲଙ୍କୁ ଭେଟି ୬ହଜାର ୫ଶହ ଟଙ୍କାର ଏକ ଚେକ୍ ପ୍ରଦାନ କରିଛନ୍ତି । ସଂଘର ଏପରି ଜନହିତକର କାର୍ଯ୍ୟକୁ ଜିଲ୍ଲାପାଳ ପ୍ରଶଂସା କରିଛନ୍ତି । ଏହି ସାହାଯ୍ୟ ପ୍ରଦାନ ସମୟରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଶତପଥୀ,ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିଦେ୍ର୍ଦଶକ ଅତୁଲ୍ୟ କୁମାର ଚମ୍ପତିରାୟଙ୍କ ସମେତ ସଂଘର କାର୍ଯ୍ୟକର୍ତା ଏବଂ ସଦସ୍ୟମାନେ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top