ଓଡ଼ିଶା

ପ୍ରସନ୍ନ ଆଚାର୍ଯ୍ୟ ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳ ନେତା

ଭୁବନେଶ୍ୱର, ୭/୫/୨୦୧୮: ରାଜ୍ୟସଭାରେ ବିଜୁ ଜନତା ଦଳର ସଂସଦୀୟ ଦଳ ନେତା ଭାବେ ସାଂସଦ ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ ଦାୟିତ୍ୱ ତୁଲାଇବେ ବୋଲି ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଛି। ଏ ସଂକ୍ରାନ୍ତରେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ରାଜ୍ୟସଭାର ଅଧ୍ୟକ୍ଷଙ୍କୁ ବିଧିବଦ୍ଧ ଭାବେ ପତ୍ର ଲେଖି ଜଣାଇଛନ୍ତି। ତେଣୁ ରାଜ୍ୟସଭାରେ ବିଜୁ ଜନତା ଦଳର ସଂସଦୀୟ ଦଳ ନେତା ଭାବେ ସାଂସଦ ତଥା ଦଳର ଉପ-ସଭାପତି ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ କାର୍ଯ୍ୟ କରିବେ ବୋଲି ଦଳର ରାଜ୍ୟ ସଂପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top