ଆନ୍ତର୍ଜାତୀୟ

ଭାରତ ଏବଂ ଇରାନ ମଧ୍ୟରେ ପାରମ୍ପରିକ ଔଷଧ କ୍ଷେତ୍ରରେ ସହଯୋଗ ବୁଝାମଣାପତ୍ରକୁ କ୍ୟାବିନେଟ ଅନୁମୋଦନ

ନୂଆଦିଲ୍ଲୀ ୧୪-୩ (ଓଡ଼ିଆ ପୁଅ) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ପାରମ୍ପରିକ ଔଷଧ କ୍ଷେତ୍ରରେ ସହଯୋଗ ଲାଗି ଭାରତ ଏବଂ ଇରାନ ମଧ୍ୟରେ ସ୍ୱାକ୍ଷରିତ ବୁଝାମଣାପତ୍ର (ଏମଓୟୁ)କୁ ମଞ୍ଜୁରି ମିଳିଛି।

ଲାଭ :

ଏହି ଏମଓୟୁ ଦ୍ୱାରା ଦୁଇ ଦେଶ ମଧ୍ୟରେ ପାରମ୍ପରିକ ଔଷଧ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ପାଇବ। ସହଭାଗୀ ସାଂସ୍କୃତି ଐତିହ୍ୟ ଦୃଷ୍ଟିରୁ ଏହା ଉଭୟ ଦେଶ ପାଇଁ ବିଶେଷ ଗୁରତ୍ୱ ବହନ କରିବ।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top