ମନୋରଞ୍ଜନ ପାଣିଗ୍ରାହୀ ପ୍ରମୁଖ ଶାସନ ସଚିବ ହେଲେ

ଭୁବନେଶ୍ୱର, ୦୭/୦୬/୨୦୧୮ (ଓଡ଼ିଆ ପୁଅ) ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ମନୋରଞ୍ଜନ ପାଣିଗ୍ରାହୀ ପ୍ରମୁଖ ଶାସନ ସଚିବ ପାହ୍ୟାକୁ ଉନ୍ନୀତ ହୋଇଛନ୍ତିା ଆଜି ଏହି ସଂକ୍ରାନ୍ତରେ ସାଧାରଣ ପ୍ରଶାସନ ବିଭାଗରୁ ବିଜ୍ଞପ୍ତି ଜାରି ହୋଇଛିା

Leave a Reply

Your email address will not be published. Required fields are marked *