ଯୁବତୀଙ୍କ ଆତ୍ମହତ୍ୟା

ଭଦ୍ରକ, ୧୦ା୯ (ଓଡ଼ିଆ ପୁଅ / ପ୍ରମୋଦ ରାୟ) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ କାର୍ଯ୍ୟ କରୁଥିବା ଜଣେ ସ୍ୱାସ୍ଥ୍ୟକର୍ମୀଙ୍କ କନ୍ୟା ଭୁବନେଶ୍ୱରର ଏକ ଘରୋଇ ଛାତ୍ରୀବାସରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଯୁବତୀ ଜଣକ ସେଠାରେ ଏକ ବର୍ଷ ହେବ ରହି ନର୍ସିଂ କରୁଥିଲା। ରବିବାର ବିଳମ୍ବିତ ରାତିରେ ନିଜ ଶୋଇବା ଘରେ ଫାସି ଦେଇ ଆତ୍ମହତ୍ୟା କରିଥିବା ବିଶେଷ ସୁତ୍ରରୁ ଜଣାପଡ଼ିଛି। ଆତ୍ମହତ୍ୟାର କାରଣ ଜଣାପଡ଼ିନାହିଁ।

Leave a Reply

Your email address will not be published. Required fields are marked *