ରାଜ୍ୟ ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର ୨୮-୨ (ଓଡ଼ିଆ ପୁଅ) ରାଜ୍ୟ ସରକାରଙ୍କ ଅଧିନରେ ଥିବା ବିଭିନ୍ନ ସରକାରୀ ଉଦ୍ୟୋଗର ନିୟମିତ କର୍ମଚାରୀଙ୍କ ବେତନ ସଂଶୋଧନ ସପ୍ତମ ବେତନ କମିଶନଙ୍କ ସୁପାରିଶ ଅନୁଯାୟୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ତା.୧.୧.୨୦୧୬ରିଖରୁ ପିଛିଲା ଭାବରେ ବେତନ ସଂଶୋଧନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *