ରାଜ୍ୟ ସ୍ତରୀୟ ପଲ୍ଲିଶ୍ରୀ ମେଳା ୧୬ରେ

କେନ୍ଦ୍ରାପଡା ୭/୧୨(ଓଡିଆପୁଅ/ଚିତ୍ତରଞ୍ଜନ ଦାସ ) – କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଖେଳ ପଡିଆରେ ଡିସେମ୍ବରମାସ ୧୫ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ପଲ୍ଲିଶ୍ରୀ ମେଳା,ଜିୁଲ୍ଲା କ୍ୃଷି ମହୋସôବ ଓ ଜିଲ୍ଲା ସାଂସ୍କୃତିକ ମହୋସôବକୁ ଚଳିତ ମାସ ୧୬ ତାରିଖ ପର୍ଯ୍ୟନ୍ତ ଘୁଂଚାଇ ଦିଆଯାଇଛି । ଲଘୁଚାପ ଜନିତ ବର୍ଷା ହେବାର ସମ୍ଭାବନା ଥିବାର ପାଣିପାଗ ବିଭାଗରୁ ସୂଚନା ମିଳିବା ପରେ ଏହି ମେଳାକୁ ଘୁଂଚାଇ ଦିଆଯାଇଛି । ଆସନ୍ତା ୧୬ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ଏହି ମେଳା କେନ୍ଦ୍ରାପଡା କଲେଜ ପଡିଆରେ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *