ଓଡ଼ିଶା

ତାଜା ଖବର: ସୋନପୁର ସମ୍ବଲପୁର ମଧ୍ୟରେ ବଡ଼ ଦୁର୍ଘଟଣା : ତେଲ ଟ୍ୟାଙ୍କର ଏବଂ ଟ୍ରକ ମୁଁହା ମୁହିଁ ଧକ୍କା ଡ୍ରାଇଭର ଜୀବନ୍ତ ଦଗ୍ଧ

ସମ୍ବଲପୁର ୨୪-୧୦ (ଓଡ଼ିଆ ପୁଅ/ବିରଞ୍ଚି ନାରାୟଣ ପତ୍ରୀ) ସୋନପୁର ସମ୍ବଲପୁର ମଧ୍ୟରେ ପତ୍ରାପାଲି ନିକଟରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି। ମିଳିଥିବା ପ୍ରାଥମିକ ସୂଚନା ଅନୁଯାୟୀ ଏକ ତେଲ ଟ୍ୟାଙ୍କର ଏବଂ ଟ୍ରକ ମୁଁହା ମୁହିଁ ଧକ୍କା ହେବା ଫଳରେ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଛନ୍ତି। ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ହେଲପରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top