ସୌମ୍ୟରଂଜନ ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ, ଅଚ୍ୟୁତ ସାମନ୍ତ ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭୁବନେଶ୍ୱର ୧୬-୩ (ଓଡ଼ିଆ ପୁଅ) : ବିଜୁ ଜନତା ଦଳର ତିନିଜଣ ପ୍ରାର୍ଥୀ ପ୍ରଶାନ୍ତ ନନ୍ଦ, ସୌମ୍ୟରଂଜନ ପଟ୍ଟନାୟକ ଓ ଅଚ୍ୟୁତ ସାମନ୍ତ ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଗୁରିବାରଦିନ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଥିଲା। ଏହି ଅବଧି ଅପରାହ୍ନରେ ଶେଷ ପରେ ରାଜ୍ୟସଭା ରିଟର୍ଣ୍ଣିଂ ଅଫିସର ବିଜେଡି ପ୍ରାର୍ଥୀଙ୍କ ନିର୍ବାଚନ ସଂକ୍ରାନ୍ତରେ ବିଧିବଦ୍ଧ ଘୋଷଣା କରିଛନ୍ତି।

Leave a Reply

Your email address will not be published. Required fields are marked *