Home କେନ୍ଦୁଝର ପାରିବାରିକ କଳହକୁ ନେଇ ଆତ୍ମହତ୍ୟା

ପାରିବାରିକ କଳହକୁ ନେଇ ଆତ୍ମହତ୍ୟା

91

ହାଟଡ଼ିହି-୨୦ /୧୧, (ଓଡିଆପୁଅ / ବିକାଶ ବିଶ୍ୱାଳ) ପାରିବାରିକ କଳହକୁ କେନ୍ଦ୍ରକରି ପନ୍ଦାଡୋ ଗ୍ରାମରେ ଜଣେ ବ୍ୟକ୍ତି ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ଖବରରୁ ଜଣାଯାଇଛିଯେ ପନ୍ଦାଡୋ ଖଇରିମରା ସାହିର ନରହରି ନାୟକ ନାମକ ଜଣେ ବ୍ୟକ୍ତି ଗତକାଲି ପାରିବାରିକ କଳହକୁ ନେଇ ନିଜ ଘର ଭିତରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ । ଖବରପାଇ ଆଜି ସକାଳି ନନ୍ଦିପଦା ପୁଲିସ ପହଞ୍ଚି ଶବକୁ ଜବଦ କରିବା ସହିତ ପୋଷ୍ଟମଟମ ପାଇଁ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାକୁ ପଠାଇ ତଦନ୍ତ ଜାରି ରଖିଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.