Home Top News ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

59

ନୂଆଦିଲ୍ଲୀ ୨୦-୮ (ଓଡ଼ିଆ ପୁଅ) ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି; “ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି”।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.