Home ଓଡ଼ିଶା ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଜେନା ପର୍ଯ୍ୟବେକ୍ଷକ ନିଯୁକ୍ତ

ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଜେନା ପର୍ଯ୍ୟବେକ୍ଷକ ନିଯୁକ୍ତ

575

ଭୁବନେଶ୍ୱର ୨୦.୪ (ଓଡ଼ିଆ ପୁଅ) – ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ସାନଖେମୁଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ଜେନାଙ୍କୁ ୨୧ – ଘସିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି ବୋଲି ପ୍ରଦେଶ କଂଗ୍ରେସ ମୁଖପାତ୍ର ଶ୍ରୀ ପଦ୍ମାକର ଗୁରୁ ଏକ ପ୍ରେସ୍ ବିଜ୍ଞପ୍ତିରେ ଜଣାଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.