Home ଅନୁଗୁଳ ମା ହିଙ୍ଗୁଳା ପାଠାଗାର ପକ୍ଷରୁ ୭୪ତମ ସ୍ୱାଧୀନତା ଦିବସ ପାଳିତ

ମା ହିଙ୍ଗୁଳା ପାଠାଗାର ପକ୍ଷରୁ ୭୪ତମ ସ୍ୱାଧୀନତା ଦିବସ ପାଳିତ

97

ତାଳଚେର,୧୬/୮(ଓଡ଼ିଆ ପୁଅ/ଅଜିତ କୁମାର ବେହେରା): ତାଳଚେର ବ୍ଲକ ଅନ୍ତର୍ଗତ କଳମଛୁଇଁ ଗ୍ରାମସ୍ଥିତ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମା ହିଙ୍ଗୁଳା ପାଠାଗାର ପକ୍ଷରୁ ୭୪ତମ ସ୍ୱାଧୀନତା ଦିବସ ପାଳନ କରାଯାଇଛିି । ଅନୁଷ୍ଠାନର ଉପଦେଷ୍ଟା ବରିଷ୍ଠ ଶିକ୍ଷାବିତ୍ ଦିବାକର ବାରିକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପାଠାଗାର ପରିସରରେ ଜାତୀୟ ପତାକା ଉତୋଳନ କରିଥିଲେ । ପାଠାଗାରର ସଭାପତି ହାଡିବନ୍ଧୁ ପ୍ରଧାନ,ସମ୍ପାଦକ ବିଭୁତି ଭୂଷଣ ସ୍ୱାଇଁ,କୋଷାଧ୍ୟକ୍ଷ ଦୟାନିଧି ସାହୁ, ଉପଦେଷ୍ଟା ପ୍ରଭାକର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି କୋଭିଡ୍‌-୧୯ର ନିୟମ ପାଳନ ପୂର୍ବକ ଜାତୀୟ ସଙ୍ଗୀତ ଗାନ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.