୦୮ ଜୁନ ଶୁକ୍ରବାର: ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ : ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥତା ଅନୁଭବ କରିବେ। ଧର୍ମର କାମକରିବାରେ ଧନ ଖର୍ଚ୍ଚ ହୋଇପାରେ। ଲୋଭରେ ପଡ଼ନ୍ତୁନାହିଁ, ଏହାର ଧ୍ୟାନ ରଖିବେ। ଜମି, ବାସଗୃହ ଆଦିର କାଗଜପତ୍ରକୁ କାହାକୁ ଦେଖାନ୍ତୁ ନାହିଁ। ମାତାଙ୍କର ସ୍ଵାସ୍ଥ୍ୟ ଖରାପ ହୋଇପାରେ। ବୃଷ : ଆଜି ଆପଣଙ୍କ ଆୟ ଏବଂ ବ୍ୟାପାରରେ ବୃଦ୍ଧି ହେବାର ଯୋଗ ଅଛି। ବ୍ୟାପାରରେ ନୂଆ ଲାଭଦାୟକ ସଂପର୍କ ହେବ। କୁଟୁମ୍ବ ଜନମାନଙ୍କ ଏବଂ ମିତ୍ରମାନଙ୍କ ସହିତ ହସ-ଖୁସିରେ ସମୟ ବିତାଇବାର ସୁଯୋଗ ମିଳିବ। ଜୀବନସାଥୀ ସହିତ ସମ୍ବନ୍ଧ ଭଲ ବନିବ। ଭାଇ-ବନ୍ଧୁମାନଙ୍କର ତଥା ବୃଦ୍ଧ ଲୋକମାନଙ୍କରଠାରୁ ଲାଭ ହେବ। ମିଥୁନ : ଆଜି ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ସରଳତା ପୂର୍ବକ…

"୦୮ ଜୁନ ଶୁକ୍ରବାର: ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ"

୦୭ ଜୁନ, ଗୁରୁବାର ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ : ଆଜି ଆପଣଙ୍କ ଉପରେ ମା’ ଲକ୍ଷ୍ମୀଙ୍କର କୃପାଦୃଷ୍ଟି ରହିବ। ଜୀବନରେ ପ୍ରେମ ଏବଂ ଆନନ୍ଦ ବଢ଼ିବ। ସାମାଜରେ ଆପଣଙ୍କୁ ଯଶ-କୀର୍ତ୍ତି ମିଳିବ। ବ୍ୟାପାରରେ ଲାଭ ହେବ। ପର୍ଯ୍ୟଟନର ଆୟୋଜନ ଆପଣ କରିବେ। ସ୍ଵାସ୍ଥ୍ୟ ଉପରେ ଧ୍ୟାନ ଦେବାର ଆବଶ୍ୟକତା ଅଛି। ବୃଷ : ଆଜି ଆପଣଙ୍କ ମନ ଶାନ୍ତ ରହିବ ଏବଂ ସ୍ଵାସ୍ଥ୍ୟ ଉତ୍ତମ ରହିବ। ପାରିବାରିକ ଜୀବନରେ ସୁଖ-ଶାନ୍ତି ଅନୁଭବ କରିବେ। ବ୍ୟାବସାୟରେ ଆପଣଙ୍କୁ ଯଶ ମିଳିବ। ଆପଣଙ୍କ କାର୍ଯ୍ୟ ପ୍ରତ୍ୟେକଙ୍କ ତରଫରୁ ପ୍ରଶଂସା ହେବ। ସାମାଜିକ କ୍ଷେତ୍ରରେ ଆପଣଙ୍କ ପ୍ରତିଷ୍ଠାରେ ବୃଦ୍ଧି ହେବ। ମିଥୁନ : ଆଜିର ଦିନ ମିଶ୍ରିତ ଫଳଦାୟୀ ରହିବ। ସ୍ଵାସ୍ଥ୍ୟରେ କିଛି ପରିବର୍ତ୍ତନନ ଆସିପାରେ। ଧନର…

"୦୭ ଜୁନ, ଗୁରୁବାର ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ"

୦୬ ଜୁନ୍ ବୁଧବାର: ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ : ଆଜି ଆପଣଙ୍କୁ ଶାସନ ଦ୍ଵାରା ସମ୍ମାନିତ କରାଯିବାର ସମ୍ଭାବନା ଅଛି। ଯଦି ଆପଣ କୌଣସି ବ୍ୟକ୍ତି, ବ୍ୟାଙ୍କ କିମ୍ବା ସଂସ୍ଥାରୁ ଋଣ ନେବାକୁ ଚାହୁଁଛନ୍ତି ତେବେ କଦାପି ନିଅନ୍ତୁ ନାହିଁ। ଆଜି ପତ୍ନୀଙ୍କ ପକ୍ଷରୁ ଉତ୍ତମ ସହଯୋଗ ପ୍ରାପ୍ତ ହୋଇପାରେ। ରାତ୍ରି ସମୟ ଆମୋଦ-ପ୍ରମୋଦରେ ବିତିବ। ବୃଷ : ଆଜିର ଦିନ ଆପଣ ବ୍ୟସ୍ତ ରହିବେ, ଅଧିକ ଦୌଡ଼ଦୌଡ଼ି କରିବାରେ ସାବଧାନ ରୁହନ୍ତୁ। ଆପଣଙ୍କ ନିର୍ଣ୍ଣୟ ନେବାର କ୍ଷମତାରୁ ଆପଣଙ୍କୁ ଆଜି ଲାଭ ମିଳିପାରେ। ରହିଯାଇଥିବା କାର୍ଯ୍ୟଗୁଡ଼ିକ ପୂରଣ ହେବ। କୌଣସି କାମରେ ଅର୍ଥ ବିନିଯୋଗ କରିବାକୁ ପଡ଼ିଲେ ହୃଦୟ ଖୋଲିକରି, ଆଗକୁ ଚାଲନ୍ତୁ ଭରପୂର ଲାଭ ମିଳିବ। ମିଥୁନ : ଆଜି…

"୦୬ ଜୁନ୍ ବୁଧବାର: ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ"

୦୫ ଜୁନ୍ ମଙ୍ଗଳବାର: ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ : ମିତ୍ରମାନଙ୍କ ସହିତ ଆମୋଦ-ପ୍ରମୋଦ କରିବାର ଦିନ ଅଟେ। ମିତ୍ରମାନଙ୍କଠାରୁ ଉପହାର ମିଳିବ ତଥା ତାଙ୍କର ପଛରେ ଖର୍ଚ୍ଚ ମଧ୍ୟ ହୋଇପାରେ। ନୂଆ ମିତ୍ରତାର କାରଣରୁ ଭବିଷ୍ୟତରେ ଲାଭ ହୋଇପାରେ। ପ୍ରାକୃତିକ ସ୍ଥଳକୁ ଯାତ୍ରା କରିପାରନ୍ତି। ବୃଷ : ଆଜିର ଦିନ, ଚାକିରି କରୁଥିବା ଲୋକମାନଙ୍କ ପାଇଁ ଶୁଭ ଅଟେ। ନୂଆ କାର୍ଯ୍ୟର ଆୟୋଜନ ସଫଳତାପୂର୍ବକ କରି ପାରିବେ। ଉଚ୍ଚାଧିକାରିମାନଙ୍କର କୃପାଦୃଷ୍ଟି ଆପଣ ଉପରେ ରହିବ। ପ୍ରମୋସନ ମଧ୍ୟ ହୋଇପାରେ। ଗୃହସ୍ଥଜୀବନରେ ମଧୁରତା ଆସିବ। ଆପଣଙ୍କ ଅଧୂରା କାର୍ଯ୍ୟ ପୂର୍ଣ୍ଣ ହେବ। ସରକାରୀ ଲାଭ ମିଳିବ। ମିଥୁନ : କୌଣସି ନୂଆ କାର୍ଯ୍ୟର ପ୍ରାରମ୍ଭ କରିବା ପାଇଁ ଆଜିର ଦିନ ଅନୁକୂଳ ନୁହେଁ। ଶରୀରରେ…

"୦୫ ଜୁନ୍ ମଙ୍ଗଳବାର: ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ"

୪ ଜୁନ ସୋମବାର: ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ : କୌଣସି କାର୍ଯ୍ୟ କିମ୍ବା ପ୍ରୋଜେକ୍ଟରେ ସରକାରଙ୍କର ତରଫରୁ ଲାଭ ମିଳିବ। ଅଫିସ୍ ରେ ମହତ୍ତ୍ଵପୂର୍ଣ୍ଣ ବିଷୟ ସମ୍ବନ୍ଧରେ ଉଚ୍ଚ ପଦାଧିକାରିମାନଙ୍କ ସହିତ ବିଚାର-ବିମର୍ଶ ହେବ। ଅଫିସ୍ ର କାର୍ଯ୍ୟ ହେତୁ ଯାତ୍ରା କରି ପାରନ୍ତି। ମାତାଙ୍କ ସହିତ ଅଧିକ ନିକଟତର ଅନୁଭବ କରିବେ। ବୃଷ : ବିଦେଶକୁ ଯିବା ପାଇଁ ସୁବର୍ଣ୍ଣ ସୁଯୋଗ ଆସିବ। ବିଦେଶରେ ରହୁଥିବା ସ୍ନେହୀଜନମାନଙ୍କ କିମ୍ବା ମିତ୍ରମାନଙ୍କର ସମାଚାର ମିଳିବ। ବ୍ୟାପାରିମାନଙ୍କୁ ବ୍ୟାପାରରେ ଧନ ଲାଭ ହେବ। ନୂଆ ଆୟୋଜନ ହାତକୁ ନେଇ ପାରିବେ। ଲମ୍ବା ଦୂର ଯାତ୍ରା ହେବ, ତୀର୍ଥଯାତ୍ରା କରିପାରନ୍ତି। ମିଥୁନ : କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଅତ୍ୟଧିକ ଖର୍ଚ୍ଚରେ ଆର୍ଥିକ ଅସୁବିଧା ଅନୁଭବ…

"୪ ଜୁନ ସୋମବାର: ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ"

୦୩ ଜୁନ, ରବିବାର: ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ : ଆଜି ଆପଣ ପରିଜନ ଏବଂ ମିତ୍ରମାନଙ୍କ ମଧ୍ୟରେ ଘେରି ରହିବେ। ବ୍ୟାପାର ସମ୍ବନ୍ଧରେ ଯାତ୍ରା ହେବ ଏବଂ ସେଥିରେ ଲାଭ ହେବ। ବ୍ୟବସାୟ କ୍ଷେତ୍ରରେ ଆପଣଙ୍କୁ ଲାଭ, ମାନ ଏବଂ ପ୍ରତିଷ୍ଠା ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ମିଳିବ। କାର୍ଯ୍ୟଭାରରେ ଆଳସ୍ୟ ଅନୁଭବ କରିପାରନ୍ତି। ବୃଷ : ବ୍ୟାପାରିମାନଙ୍କ ପାଇଁ ଆଜିର ଦିନ ଶୁଭ ଅଟେ। ଆର୍ଥିକ ଲାଭ ପ୍ରାପ୍ତ କରି ପାରିବେ। ବିଦେଶରେ ରହୁଥିବା ମିତ୍ର କିମ୍ବା ସ୍ଵଜନମାନଙ୍କ ସମାଚାର ଆପଣଙ୍କୁ ଭାବ-ବିହ୍ୱୋଳ କରିବ। ଲମ୍ବା ଦୂର ଯାତ୍ରାକରିବାର ଯୋଗ ଅଛି। ଅତ୍ୟଧିକ କାମ ବୋଝ କାରଣରୁ ଆଳସ୍ୟ ଅନୁଭବ କରିପାରନ୍ତି। ମିଥୁନ : କ୍ରୋଧକୁ ନିୟନ୍ତ୍ରଣରେ ରଖିବେ। ଖର୍ଚ୍ଚ ବଢ଼ିବା…

"୦୩ ଜୁନ, ରବିବାର: ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ"

୦୨ ଜୁନ୍, ଶନିବାର: ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ : ସ୍ଵାସ୍ଥ୍ୟ କିଛି ମାତ୍ରାରେ ନରମ-ଗରମ ରହିପାରେ, ଚିନ୍ତା କରନ୍ତୁ ନାହିଁ। କାର୍ଯ୍ୟରେ ସଫଳତା ଆଜି ମିଳିବ। ମଧ୍ୟାହ୍ନ ପରେ ପରିସ୍ଥିତିରେ ସୁଧାର ହେବ। ଆର୍ଥିକ ଯୋଜନାକୁ ଠିକ ଭାବରେ ସଂପନ୍ନ କରି ପାରିବେ। ବ୍ୟାପାର ସମ୍ବନ୍ଧରେ ବାହରକୁ ଯିବାକୁ ପଡ଼ିପାରେ। ବୃଷ : ସରକାର ବିରୋଧୀ କାର୍ଯ୍ୟ ଏବଂ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ନୂଆ କାର୍ଯ୍ୟର ପ୍ରାରମ୍ଭ କରନ୍ତୁ ନାହିଁ। ଆଖିରେ ଅସୁବିଧା ହୋଇପାରେ। ବ୍ୟବସାୟରେ ଅସୁବିଧା ହୋଇପାରେ। ଭାଗ୍ୟର ଆଜି ସାଥି ମିଳିବ। ସନ୍ତାନମାନଙ୍କର ଭବିଷ୍ୟକୁ ନେଇକରି ଚିନ୍ତା ହୋଇପାରେ। ମିଥୁନ : ଆଜିର ଦିନ ସୁଖ-ଶାନ୍ତି ପୂର୍ବକ ରହିବ। କୌଣସି ନୂଆ କାର୍ଯ୍ୟକୁ ପ୍ରାରମ୍ଭ କରିବା ପାଇଁ ଆଜି ସମୟ…

"୦୨ ଜୁନ୍, ଶନିବାର: ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ"

୦୧ ଜୁନ, ଶୁକ୍ରବାର: ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ମେଷ : ଆଜି ଆପଣଙ୍କ ଦିନ ମିଶ୍ରତ ଫଳଦାୟୀ ଅଟେ। ନିଜର ସ୍ଵାସ୍ଥ୍ୟ ଉପରେ ଧ୍ୟାନ ଦିଅନ୍ତୁ। ଶରୀରରେ ଆଲସ୍ୟଯୋଗୁଁ ମନରେ ଅଶାନ୍ତିର ଅନୁଭୂତି ହୋଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ବ୍ୟବହାରରେ ନ୍ୟାୟପୂର୍ଣ୍ଣତା ଆଣିବାକୁ ପ୍ରୟାସ କରନ୍ତୁ। ଧାର୍ମିକ ଯାତ୍ରାର ଆୟୋଜନ ହେବ। ବୃଷ : ଆଜିର ଦିନ ସାବଧାନପୂର୍ବକ କଟାଇବେ। ଆଜି କୌଣସି ପ୍ରକାରର ନୂଆ କାର୍ଯ୍ୟର ପ୍ରାରମ୍ଭ କରନ୍ତୁ ନାହିଁ। ସ୍ଵାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ଦେବାର ଆବଶ୍ୟକତା ଅଛି। ଶାରୀରିକ ରୂପ ଆଳସ୍ୟ ଏବଂ ମାନସିକ ରୂପରେ ବ୍ୟାକୁଳତା ଅନୁଭବ କରିବେ। ଅଫିସ୍ ରେ କାର୍ଯ୍ୟଭାର କାରଣରୁ ଅଧିକ ଥକିବାପରି ଅନୁଭବ କରିପାରନ୍ତି। ମିଥୁନ : ଆପଣଙ୍କ ଦିନ ଆମୋଦ-ପ୍ରମୋଦରେ…

"୦୧ ଜୁନ, ଶୁକ୍ରବାର: ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ"

୩୧ ମଇ ଗୁରୁବାର: ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ : ଆଜି ଆପଣ ଆଲସ୍ୟ ଏବଂ ବ୍ୟଗ୍ର ଅନୁଭବ କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ ଅନ୍ୟଥା କାମ ବିଗିଡ଼ି ପାରେ। ଚାକିରି, ବ୍ୟାପାର କିମ୍ବା ଘରେ କାହାକୁ ଦୁଃଖ ଯେପରି ନ ପହଁଞ୍ଚିବ ଏହାର ଧ୍ୟାନ ରଖିବେ। କୌଣସି ଧାର୍ମିକ କିମ୍ବା ମାଙ୍ଗଳିକ କାର୍ଯ୍ୟରେ ଯିବାକୁ ହୋଇପାରେ। ବୃଷ : ଆଜି ଆପଣ ଶାରୀରିକ ତଥା ମାନସିକରୂପରେ ଅସୁସ୍ଥତା ଅନୁଭବ କରିପାରନ୍ତି। କୌଣସି ନୂଆ କାର୍ଯ୍ୟର ପ୍ରାରମ୍ଭ ନ କରିବାର ଉପଦେଶ ଦିଆଯାଉଛି। ଖାଇବା ପିଇବାରେ ସତର୍କ ରୁହନ୍ତୁ, ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ସମ୍ଭବ ହେଲେ ଯାତ୍ରା ଟାଳି ଦିଅନ୍ତୁ। ନିଶ୍ଚିତ ସମୟରେ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାରେ ଅସୁବିଧା ଆସିପାରେ। ଧ୍ୟାନ ଲଗାଇଲେ…

"୩୧ ମଇ ଗୁରୁବାର: ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ"

୩୦ ମଇ ବୁଧବାର: ପଢ଼ନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ : ଆଜି ସାଂସାରିକ ବିଷୟଗୁଡ଼ିକରୁ ଦୂରରେ ରହିକରି ଆଧ୍ୟାତ୍ମିକ କାର୍ଯ୍ୟରେ ବ୍ୟସ୍ତ ରହିବେ। ଗଭୀର ଚିନ୍ତନଶକ୍ତି ଏହି ବିଷୟରେ ଆପଣଙ୍କୁ ସହାୟତା କରିବ। ଗୂଢ଼ ଏବଂ ରହସ୍ୟମୟ ବିଦ୍ୟା ପ୍ରତି ଆଜି ଆପଣଙ୍କର ଅଧିକ ଆକର୍ଷଣ ରହିବ। ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତ ହେବାର ମଧ୍ୟ ଯୋଗ ଅଛି। ତଥାପି ମଧ୍ୟ ବାଣୀ ଉପରେ ନିୟନ୍ତ୍ରଣ ରଖିବାକୁ ହେବ, ତେବେ ବିପତ୍ତିଗୁଡ଼ିକରୁ ଦୂରରେ ରହି ପାରିବେ। ଶତ୍ରୁମାନଙ୍କୁ ସମ୍ଭାଳିକରି ଚାଲିବାକୁ ଉପଦେଶ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରନ୍ତୁ ନାହିଁ। ଆକସ୍ମିକ ଧନଲାଭ ହୋଇପାରେ। ବୃଷ : ପରିଜନମାନଙ୍କର ସହିତ ସାମାଜିକ କାର୍ଯ୍ୟ ଗୁଡ଼ିକରେ ବ୍ୟସ୍ତ ରହିବେ ଅଥବା କୌଣସି ପର୍ଯ୍ୟଟନ-ସ୍ଥଳକୁ ଯାତ୍ରାର ଆନନ୍ଦ ପ୍ରାପ୍ତ…

"୩୦ ମଇ ବୁଧବାର: ପଢ଼ନ୍ତୁ ଆପଣଙ୍କର ଆଜିର ରାଶିଫଳ"