ଓଡ଼ିଶା

ଆଜି ପୁଣି ୧୨ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତର ସୂଚନା

ଭୁବନେଶ୍ୱର ୨୮-୪ (ଓଡ଼ିଆ ପୁଅ): ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଅନୁଗୋଳ ଓ ଢେଙ୍କାନାଳ ଏହି ୧୨ଟି ଜିଲ୍ଲାରେ ୫୦ ରୁ ୬୦ କି.ମି ବେଗରେ ପବନ ବହିବା ସହ ବର୍ଷା ଓ ବଜ୍ରପାତ ହେବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top