ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ: ୧ କୋଟି ୪୦ ଲକ୍ଷ ଟଙ୍କାର ୩୦ଟି ପ୍ରକଳ୍ପ ସରପଞ୍ଚଙ୍କ ପ୍ରସ୍ତାବକୁ ମଂଜୁରୀ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୭-୪ (ଓଡ଼ିଆ ପୁଅ) ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ରାପଡା ଜିଲ୍ଲାର ବାରୋ ଗ୍ରାମ ପଞ୍ଚାୟତ, ଅନୁଗୁଳ ଜିଲ୍ଲାର ସାନତ୍ରିବିଡା, ଝାରସୁଗୁଡା ଜିଲ୍ଲାର କୁଡାଲୋଇ ଓ କନ୍ଧମାଳ ଜିଲ୍ଲାର ଗୁହାରୀ ପଞ୍ଚାୟତ ପାଇଁ ୧ କୋଟି ୪୦ ଲକ୍ଷ ଟଙ୍କାର ୩୦ ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗ୍ରାମ ବିକାଶ କାର୍ଯ୍ୟକ୍ରମର ସଫଳତା ପାଇଁ ଲୋକଙ୍କ ସହଯୋଗ ଲୋଡିବା ସହିତ ମଞ୍ଜୁର ହୋଇଥିବା ପ୍ରକଳ୍ପ ଗୁଡିକର କାର୍ଯ୍ୟକୁ ଶୀଘ୍ର ଏବଂ ଭଲ ଭାବରେ କରିବା ପାଇଁ ପରାମର୍ଶ ଦେଇଥିଲେ। ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ କେନ୍ଦ୍ରାପଡା ଜିଲ୍ଲାର ବାରେ…

"ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ: ୧ କୋଟି ୪୦ ଲକ୍ଷ ଟଙ୍କାର ୩୦ଟି ପ୍ରକଳ୍ପ ସରପଞ୍ଚଙ୍କ ପ୍ରସ୍ତାବକୁ ମଂଜୁରୀ ଦେଲେ ମୁଖ୍ୟମନ୍ତ୍ରୀ"