ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ୧ କୋଟି ୪୪ ଲକ୍ଷ ଟଙ୍କାର ୩୨ଟି ପ୍ରକଳ୍ପ ସରପଞ୍ଚଙ୍କ ପ୍ରସ୍ତାବକୁ ସଂଜୁରୀ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୧-୪ (ଓଡ଼ିଆ ପୁଅ) ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କୋରାପୁଟ ଜିଲ୍ଲାର ସୁବାଇ ଗ୍ରାମ ପଞ୍ଚାୟତ, ଯାଜପୁର ଜିଲ୍ଲାର ରସୁଲପୁର ଗ୍ରାମ ପଞ୍ଚାୟତ, ସମ୍ବଲପୁର ଜିଲ୍ଲାର ଭୋଜପୁର ଓ ଗଞ୍ଜାମ ଜିଲ୍ଲାର ବବନପୁର ଗ୍ରାମ ପଞ୍ଚାୟତ ପାଇଁ ୧ କୋଟି ୪୪ ଲକ୍ଷ ଟଙ୍କାର ୩୨ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗ୍ରାମ ବିକାଶ କାର୍ଯ୍ୟକ୍ରମର ସଫଳତା ପାଇଁ ଲୋକଙ୍କ ସହଯୋଗ ଲୋଡିବା ସହିତ ମଞ୍ଜୁର ହୋଇଥିବା ପ୍ରକଳ୍ପ ଗୁଡିକର କାର୍ଯ୍ୟକୁ ଶୀଘ୍ର ଏବଂ ଭଲ ଭାବରେ କରିବା ପାଇଁ ପରାମର୍ଶ ଦେଇଥିଲେ। ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ କୋରାପୁଟ…

"ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ୧ କୋଟି ୪୪ ଲକ୍ଷ ଟଙ୍କାର ୩୨ଟି ପ୍ରକଳ୍ପ ସରପଞ୍ଚଙ୍କ ପ୍ରସ୍ତାବକୁ ସଂଜୁରୀ ଦେଲେ ମୁଖ୍ୟମନ୍ତ୍ରୀ"