ଓଡ଼ିଶା
ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ୧ କୋଟି ୩୬ ଲକ୍ଷ ଟଙ୍କାର ୩୬ଟି ପ୍ରକଳ୍ପ ସରପଞ୍ଚଙ୍କ ପ୍ରସ୍ତାବକୁ ମଞ୍ଜୁରୀ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୧୯-୪ (ଓଡ଼ିଆ ପୁଅ) ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନବରଙ୍ଗପୁର ଜିଲ୍ଲାର ଝରିଗାଁ ଗ୍ରାମ ପଞ୍ଚାୟତ, ସୋନପୁର ଜିଲ୍ଲାର ହିଲୁଙ୍ଗା...