ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ର ବନ୍ଦ

କଳାହାଣ୍ଡି -(ଓଡିଆ ପୁଅ/ଦୁଷ୍ମନ୍ତ କୁମାର ପଣ୍ଡା) ସର୍ବଭାରତୀୟ ସ୍ତରରେ କଂଗ୍ରେସ ପକ୍ଷରୁ କେନ୍ଦ୍ର ସରକାରଙ୍କ ଦ୍ୱାରା ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ସୋମବାର ଦିନ ଭାରତ ବନ୍ଦ ଡାକରାରେ ସାମିଲ ହୋଇ କଳାହାଣ୍ଡି ଜିଲ୍ଲାରେ ମଧ୍ୟ ବନ୍ଦ ପାଳନ କରାଯାଇଛି। ସଦରମହକୁମା ଭବାନୀପାଟଣା ଠାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭକ୍ତ ଦାସଙ୍କ ନେତୃତ୍ୱରେ ଜିଲ୍ଲା କଂଗ୍ରେସ କମିଟୀ ତରଫରୁ ଜିଲ୍ଲା କଂଗ୍ରେସର ବିିନ୍ନ କର୍ମକର୍ତା ମାନେ ପ୍ଲାକାର୍ଡ ମାନ ଧରି କେନ୍ଦ୍ର ସରକାରଙ୍କ ଅହେତୁକ ତୈଳଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ପୂର୍ବକ ବନ୍ଦ ପାଳନ କରିଥିଲେ। ପୂର୍ବରୁ ରାଜ୍ୟ ସରକାରଙ୍କ ଗୃହ ବିଭାଗ ଦ୍ୱାରା ସମସ୍ତ ସମସ୍ତ ଜିଲ୍ଲାପାଳ ମାନଙ୍କୁ…

"ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ର ବନ୍ଦ"