ତାଳଚେର, ୬/୯(ଓଡ଼ିଆ ପୁଅ/ଅଜିତ କୁମାର ବେହେରା): ଚିକିତ୍ସାଳୟର ବିଭିନ୍ନ କାର୍ଯ୍ୟରେ ସ୍ଥାନୀୟ ଯୁବକମାନଙ୍କୁ ନିଯୁକ୍ତି ଦିଆଯିବା ଦାବିରେ ଆଜି ତାଳଚେରର ଅନେକ ଯୁବକ ତାଳଚେର ଉପଖଣ୍ଡ ସରକାରୀ ଡାକ୍ତରଖାନା ସମ୍ମୁଖରେ...