କୋରାପୁଟ ଜିଲ୍ଲାରେ କାର୍ଯ୍ୟକାରୀ ଭୋଟ ସଂଶୋଧନର ସମୀକ୍ଷା ଓ ପ୍ରାକ ନିର୍ବାଚନ ପ୍ରସ୍ତୁତି ବୈଠକ

କୋରାପୁଟ ; ତା୧୨-୦୯-୧୮(ଓଡିଆପୁଅ/ରଂଜନ କୁମାର ଦାସ) ସ୍ଥାନୀୟ ସଦଭାବନା ସଭାଗୃହଠାରେ କୋରାପୁଟ ଜିଲ୍ଲାରେ କାର୍ଯ୍ୟକାରୀ ଭୋଟ ସଂଶୋଧନ ଓ ପ୍ରାକ ନିର୍ବାଚନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।କୋରାପୁଟ ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ କୋରାପୁଟ ଉପଜିଲ୍ଲାପାଳ ଲଲିତ କୁମାର କହଁର ଓ ଜୟପୁର ଉପଜିଲ୍ଲାପାଳ ଲୋକନାଥ ଦଳ ବେହେରା ଭୋଟ ସଂଶୋଧନ କାର୍ଯ୍ୟକମ ସଂପର୍କରେ ଆଲୋକପାତ କରିଥିଲେ ।ନିର୍ବାଚନ ତାରିଖ ଘୋଷଣା ହୋଇ ନ ଥିବା ବେଳେ ପ୍ରାକ ନିର୍ବାଚନୀ ପ୍ରସ୍ତୁତି ନିମନ୍ତେ ବୈଠକରେ ଆଲୋଚନା କରାଯାଇଥିଲା ।ବୁଥଗୁଡିକର ସ୍ଥିତି ସଂପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା ।ଯେଉଁ ବୁଥଗୁଡିକର ମରାମତି ଦରକାର ସେଗୁଡିକ ତୁରନ୍ତ ମରାମତି କରିବାକୁ ନିଦେ୍ର୍ଦଶ ଦିଆଯାଇଥିଲା ।ବୁଥରେ…

"କୋରାପୁଟ ଜିଲ୍ଲାରେ କାର୍ଯ୍ୟକାରୀ ଭୋଟ ସଂଶୋଧନର ସମୀକ୍ଷା ଓ ପ୍ରାକ ନିର୍ବାଚନ ପ୍ରସ୍ତୁତି ବୈଠକ"