କଳମଛୁଇଁ ଶିଶୁ ବିଦ୍ୟାମନ୍ଦିରରେ ଗୁରୁଦିବସ ପାଳିତ

ତାଳଚେର, ୬/୯(ଓଡ଼ିଆ ପୁଅ/ଅଜିତ କୁମାର ବେହେରା):ତାଳଚେର ବ୍ଲକ ଅନ୍ତର୍ଗତ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଚତୁର୍ଭୂଜ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବରେ ପ୍ରାନ୍ତ ବିଦ୍ୟାମନ୍ଦିର ଶୈକ୍ଷିକ ସଂଯୋଜକ ତଥା କ୍ଷେତ୍ରୀୟ ସଂସ୍କୃତି ପରିଶୋଧ ପରିଯୋଜନା ପ୍ରମୁଖ କୈଳାସ ଚନ୍ଦ୍ର ମିଶ୍ର, ସମ୍ମାନୀତ ଅତିଥିଭାବେ ପରିଚାଳନା କମିଟିର ସଭାପତି ଶିକ୍ଷାବିତ୍ ଦିବାକର ବାରିକ, ଉପ ସଭାପତି ଭୀମସେନ ସାହୁ ଓ ସମ୍ପାଦକ ବିଭୁତି ଭୂଷଣ ସ୍ୱାଇଁ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଡ.ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବାସହ ଗୁରୁ ବନ୍ଦନା ପୂର୍ବକ ଗୁରୁଜୀ, ଗୁରୁମାମାନଙ୍କୁ ଧୂପ, ଦୀପ ଦେଇ…

"କଳମଛୁଇଁ ଶିଶୁ ବିଦ୍ୟାମନ୍ଦିରରେ ଗୁରୁଦିବସ ପାଳିତ"