Home ଓଡ଼ିଶା ଆଜି ବିଜେପି ପକ୍ଷରୁ ୬ ଘଣ୍ଟିଆ ସୁନ୍ଦରଗଡ ବନ୍ଦ ଡାକରା

ଆଜି ବିଜେପି ପକ୍ଷରୁ ୬ ଘଣ୍ଟିଆ ସୁନ୍ଦରଗଡ ବନ୍ଦ ଡାକରା

175

ସୁନ୍ଦରଗଡ଼,୧୪/୧୦,(ଓଡ଼ିଆ ପୁଅ ପି ନାଏକ): ମୋ ସରକାର’ ଯୋଜନା କାର୍ଯ୍ୟକାରୀ ଅବହେଳା ଅଭିଯୋଗରେ ଗତକାଲି ନିଲମ୍ବିତ ହୋଇଥିବା ସୁନ୍ଦରଗଡ଼ ଜିଲ୍ଲାର ଭାରପ୍ରାପ୍ତ ସିଡିଏମ୍ଓ ପଙ୍କଜ ପଟେଲଙ୍କ ସପକ୍ଷରେ ଆଜି ବିଜେପି ପକ୍ଷ ରୁ ୬ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ଡାକରା ଦିଆଯାଇଛି । ଏହି ଡାକରାରେ ସମସ୍ତ ଦୋକାନ ବଜାର ବନ୍ଦ ସହ ସରକାରୀ କାର୍ଯ୍ୟାଳୟଗୁଡ଼ିକ ବନ୍ଦ କରାଯାଇଛି । ହେଲେ ଗାଡି ଚଳାଚଳ, ଶିକ୍ଷାନୁଷ୍ଠାନ, ଓ ଡାକ୍ତରଖାନାକୁ ବନ୍ଦ କରାଯାଇନାହିଁ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.