Home Top News ଆଜି ସୋନପୁର ଓ ବୌଦ୍ଧ ଜିଲ୍ଲାବାସୀଙ୍କ ପାଇଁ BSKY ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ

ଆଜି ସୋନପୁର ଓ ବୌଦ୍ଧ ଜିଲ୍ଲାବାସୀଙ୍କ ପାଇଁ BSKY ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ

99

ଭୁବନେଶ୍ୱର ୨୫ -୧୧ (ଓଡ଼ିଆ ପୁଅ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସୋନପୁର ଓ ବୌଦ୍ଧ ଜିଲ୍ଲାବାସୀଙ୍କ ପାଇଁ BSKY ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଏଥିସହିତ ଏହି ଦୁଇ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ ଯୋଜନାର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ବୋଲି ସ୍ବାସ୍ଥ୍ୟ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି।

ଏହି କାର୍ଯ୍ୟକ୍ରମ ଭର୍ଚ୍ଚୁଆଲ ମାଧ୍ୟମରେ ହେବା ନେଇ ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.