Home ଓଡ଼ିଶା ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟ ଭୁବନେଶ୍ବରର ଅତିରିକ୍ତ ମହାନିର୍ଦ୍ଦେଶକ ହେଲେ ଅଖିଳ କୁମାର ମିଶ୍ର

ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟ ଭୁବନେଶ୍ବରର ଅତିରିକ୍ତ ମହାନିର୍ଦ୍ଦେଶକ ହେଲେ ଅଖିଳ କୁମାର ମିଶ୍ର

37

ନୂଆ ଦିଲ୍ଲୀ ୨୨-୧୨ (ଓଡ଼ିଆ ପୁଅ) ଭାରତୀୟ ସୂଚନା ସେବାର ବରିଷ୍ଠ ଅଧିକାରୀ ଶ୍ରୀ ଅଖିଳ କୁମାର ମିଶ୍ର କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟ (ଆରଓବି), ଭୁବନେଶ୍ବରର ଅତିରିକ୍ତ ମହାନିର୍ଦ୍ଦେଶକ ଭାବରେ ଦାୟିତ୍ଵ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ ଆକାଶବାଣୀ, ଦୂରଦର୍ଶନ, ଫିଲ୍ମ ସେନ୍ସର ବୋର୍ଡ ଓ ଆଞ୍ଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ ଆଦି ଗୁରୁତ୍ବପୂର୍ଣ୍ଣ ବିଭାଗରେ ଦକ୍ଷତାର ସହିତ କାର୍ଯ୍ୟ ସମ୍ପାଦନ କରି ପ୍ରଶଂସିତ ହୋଇଛନ୍ତି।

ସେ ଜଣେ ପ୍ରତିଷ୍ଠିତ କବି ଭାବରେ ସୁପରିଚିତ ଓ ତାଙ୍କର ଅନେକ କାବ୍ୟକୃତି ପାଠକୀୟ ଆଦୃତି ଲାଭ କରିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.