Home ଓଡ଼ିଶା ଆସୁଛି ଲଘୁଚାପ

ଆସୁଛି ଲଘୁଚାପ

440

ଭୁବନେଶ୍ଵର,୧୧/୦୮,(ଓଡ଼ିଆ ପୁଅ/ ପଙ୍କଜିନୀ ନାୟକ):ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭବାନା ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ଆଜିଠୁ ପୁଣି ବର୍ଷା ଆରମ୍ଭ ହୋଇଯିବ ।

ବୁଧବାର ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷାର ମାତ୍ରା ଅଧିକ ରହିବ। ବିଶେଷକରି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବଲାଙ୍ଗିର, ସୋନପୁର, ସମ୍ବଲପୁର ଓ ଝାରସଗୁଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.