Home ଓଡ଼ିଶା ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନଦିବେନ ପଟେଲଙ୍କୁ ନିୟମିତ ବ୍ୟବସ୍ଥା ନହେବା ପର୍ଯ୍ୟନ୍ତ ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ...

ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନଦିବେନ ପଟେଲଙ୍କୁ ନିୟମିତ ବ୍ୟବସ୍ଥା ନହେବା ପର୍ଯ୍ୟନ୍ତ ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ଦେଲେ ରାଷ୍ଟ୍ରପତି

133

ନୂଆଦିଲ୍ଲୀ -୨୫-୭ (ଓଡ଼ିଆ ପୁଅ) ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀ ଲାଲ ଜୀ ଟଣ୍ଡନଙ୍କ ଦେହାନ୍ତ ପରେ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନଦିବେନ ପଟେଲଙ୍କୁ ନିୟମିତ ବ୍ୟବସ୍ଥା ନହେବା ପର୍ଯ୍ୟନ୍ତ ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଛନ୍ତି। ବିକଳ୍ପ ବ୍ୟବସ୍ଥା ନହେବା ପର୍ଯ୍ୟନ୍ତ ସେ ଏହି ଅତିରିକ୍ତ ଦାୟିତ୍ଵ ତୁଲାଇବେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.