ad
ଓଡ଼ିଶା

ଏଏସଓଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଯୁକ୍ତି ପତ୍ର ପ୍ରଦାନ

ଭୁବନେଶ୍ୱର,୨୬ ।୭(ଓଡିଆ ପୁଅ/ପଙ୍କଜିନୀ ନାୟକ): ସହକାରୀ ଉପବିଭାଗ ଅଧିକାରୀଙ୍କ ପ୍ରବେଶ ପ୍ରଶିକ୍ଷଣ ସମାରୋହ ଆଜି ରାଜଧାନୀର ରବିନ୍ଦ୍ର ମଣ୍ଡପରେ ଆୟୋଜିତ ହୋଇଯାଇଛି ।  ଓ ଏହାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏଏସଓରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଏହି ଉତ୍ସବରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ୫୦୦ ଜଣ ASOଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top