Home ଓଡ଼ିଶା ଏଏସଓଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଯୁକ୍ତି ପତ୍ର ପ୍ରଦାନ

ଏଏସଓଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଯୁକ୍ତି ପତ୍ର ପ୍ରଦାନ

159

ଭୁବନେଶ୍ୱର,୨୬ ।୭(ଓଡିଆ ପୁଅ/ପଙ୍କଜିନୀ ନାୟକ): ସହକାରୀ ଉପବିଭାଗ ଅଧିକାରୀଙ୍କ ପ୍ରବେଶ ପ୍ରଶିକ୍ଷଣ ସମାରୋହ ଆଜି ରାଜଧାନୀର ରବିନ୍ଦ୍ର ମଣ୍ଡପରେ ଆୟୋଜିତ ହୋଇଯାଇଛି ।  ଓ ଏହାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏଏସଓରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଏହି ଉତ୍ସବରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ୫୦୦ ଜଣ ASOଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.