Home ଓଡ଼ିଶା ଏନ୍ଏମ୍‌ଡିସି ପରିଦର୍ଶନ ବେଳେ କ’ଣ କହିଲେ ଧର୍ମେନ୍ଦ୍ର ପ୍ରଧାନ

ଏନ୍ଏମ୍‌ଡିସି ପରିଦର୍ଶନ ବେଳେ କ’ଣ କହିଲେ ଧର୍ମେନ୍ଦ୍ର ପ୍ରଧାନ

216

ହାଇଦ୍ରାବାଦ,୨୧/୦୯,(ଓଡ଼ିଆ ପୁଅ ପି ନାଏକ):  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ରାଷ୍ଟ୍ରୀୟ ଖଣିଜ ବିକାଶ ନିଗମ (ଏନ୍ଏମ୍‌ଡିସି)ର ହାଇଦ୍ରାବାଦ ସ୍ଥିତ କର୍ପୋରେଟ୍ ଅଫିସ୍‌ ପରିଦର୍ଶନ କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ କମ୍ପାନୀର ମୁଖ୍ୟ ପରିଚାଳନା ଅଧିକାରୀ, ନିର୍ଦ୍ଦେଶକ ତଥା ଅଧିକାରୀଙ୍କୁ ଭେଟିବା ସହ ଏନ୍ଏମ୍‌ଡିସି କାର୍ଯ୍ୟର ସମୀକ୍ଷା କରିଛନ୍ତି ।

ସେ କହିଛନ୍ତି ଯେ, ଭାରତର ସବୁଠୁ ବଡ ଖଣିଜ କମ୍ପାନୀ ଏନ୍ଏମ୍‌ଡିସିକୁ ଅଧିକରୁ ଅଧିକ ଲୁହା ପଥର ଉତ୍ପାଦନ କରିବା ଦିଗରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି । ଏହା ଦ୍ୱାରା ଇସ୍ପାତ୍ ଉତ୍ପାଦନକାରୀ କମ୍ପାନୀଙ୍କୁ କଂଚାମାଲ ଯୋଗାଣରେ ସୁନିଶ୍ଚିତ ହେବା ସହ ବଜାର ମୂଲ୍ୟ ନିୟନ୍ତ୍ରଣରେ ରଖିବାକୁ ସହାୟକ ହେବ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.