Home ଓଡ଼ିଶା ଓଡ଼ିଶା ଆସିବେ ଇସ୍ରୋ ମୁଖ୍ୟ

ଓଡ଼ିଶା ଆସିବେ ଇସ୍ରୋ ମୁଖ୍ୟ

505

ଭୁବନେଶ୍ଵର,୨୦/୦୯,(ଓଡ଼ିଆ ପୁଅ ପି ନାଏକ): ଆସନ୍ତାକାଲି ଓଡ଼ିଶା ଆସିବେ ଇସ୍ରୋ ଅଧ୍ୟକ୍ଷ ଡକ୍ଟର କେ. ଶିବନ । ସେ ଜଟଣୀ ଅରଗୁଳସ୍ଥିତ ଆଇଆଇଟି ଭୁବନେଶ୍ୱରର ଏକ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ୮ମ ସମାବର୍ତ୍ତନ ଉତ୍ସବରେ ୬ଜଣ ବିଦ୍ୟାର୍ଥୀଙ୍କୁ ରାଷ୍ଟ୍ରପତି ସ୍ୱର୍ଣ୍ଣପଦକ ପ୍ରଦାନ କରିବେ । ସେହିପରି ୨ଜଣ ବିଦ୍ୟାର୍ଥୀଙ୍କୁ ଆଇଆଇଟି ନିର୍ଦ୍ଦେଶକ ସ୍ୱର୍ଣ୍ଣ ପଦକ ପ୍ରଦାନ କରିବେ । ଏହାସହ ୩୨ଜଣ ପିଏଚଡ଼ି, ୧୦୫ଜଣ ଏମଟେକ୍, ୬୭ ଜଣ ଏମଏସସି, ୧୫୨ ଜଣ ବିଦ୍ୟାର୍ଥୀଙ୍କୁ ଡିଗ୍ରୀ ପ୍ରଦାନ କରାଯିବ ବୋଲି ଭୁବନେଶ୍ୱର ଆଇଆଇଟିର ନିର୍ଦ୍ଦେଶକ ପ୍ରଫେସର ଡ଼. ଆର ଭି ରାଜାକୁମାର ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.