Home ଓଡ଼ିଶା କବାଡ଼ି ଖେଳକୁ ଲୋକପ୍ରିୟ କରିବାକୁ ପଦକ୍ଷେପ

କବାଡ଼ି ଖେଳକୁ ଲୋକପ୍ରିୟ କରିବାକୁ ପଦକ୍ଷେପ

127

ଭୁବନେଶ୍ୱର, ୨୬-୭ (ଓଡ଼ିଆ ପୁଅ) : ଗ୍ରାମାଞ୍ଚଳରେ କବାଡ଼ି ଖେଳକୁ ଲୋକପ୍ରିୟ କରିବା ପାଇଁ ପ୍ରତିଭାବାନ କବାଡ଼ି ଖେଳାଳୀମାନଙ୍କୁ ଚୟନ କରି ପୁରୀଠାରେ ଥିବା କ୍ରୀଡ଼ା ଛାତ୍ରାବାସରେ ରଖାଯାଇ ତାଲିମ୍ ପ୍ରାପ୍ତ ପ୍ରଶିକ୍ଷକମାନଙ୍କ ଦ୍ୱାରା ଉତ୍ତମ ତାଲିମ୍ ସହ ଆନୁସଙ୍ଗିକ ସୁବିଧାସୁଯୋଗ ପ୍ରଦାନ କରାଯିବା ସମେତ ରାଜ୍ୟ କବାଡ଼ି ସଂଘକୁ ରାଜ୍ୟ ସରକାର ପ୍ରତିବର୍ଷ ଆର୍ଥିକ ଅନୁଦାନ ଯୋଗାଇ ଦେଉଛନ୍ତି ବୋଲି ସାଲେପୁର ବିଧାୟକ ଶ୍ରୀ ପ୍ରଶାନ୍ତ ବେହେରାଙ୍କ ବିଧାନସଭାରେ ଆଗତ ଲିଖିତ ପ୍ରଶ୍ନ ସଂଖ୍ୟା ୨୨୨୩ ରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ବିଧାନସଭାରେ ଉତ୍ତର ପ୍ରଦାନ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.