Home ଆନ୍ତର୍ଜାତୀୟ କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ପାଇଁ ପ୍ରସ୍ତାବ ଦେଲେ ଟ୍ରମ୍ପ

କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ପାଇଁ ପ୍ରସ୍ତାବ ଦେଲେ ଟ୍ରମ୍ପ

632

ନୂଆଦିଲ୍ଲୀ,୨୧/୦୮,(ଓଡ଼ିଆ ପୁଅ /ପି ନାଏକ): ଜମ୍ମୁ କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ପାଇଁ ପୁଣି ଥରେ ପ୍ରସ୍ତାବ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲଡ୍‌ ଟ୍ରମ୍ପ। ତେବେ କଶ୍ମୀରକୁ ସେ ଜଟିଳ ପରିସ୍ଥିତି ବୋଲି କହିଛନ୍ତି। ଏହାର ସ୍ଥାୟୀ ସମାଧାନ ପାଇଁ ଭାରତ ଓ ପାକିସ୍ତାନ ଦ୍ୱିପାକ୍ଷିକ କଥାବାର୍ତ୍ତା ମଧ୍ୟରେ ଏହାର ସମାଧାନ ହେବା ଆବଶ୍ୟକ ବୋଲି କହିଛନ୍ତି ଟ୍ରମ୍ପ।

ନିଜ ଆଡୁ ପ୍ରସ୍ତାବ ଦେଇ ଚଳିତ ସପ୍ତାହରେ ଏନେଇ ମୋଦିଙ୍କ ସହ କଥାବାର୍ତ୍ତା ହେବେ ସେ କହିଛନ୍ତି। ଏକ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ସେ ମଧ୍ୟସ୍ଥତା କରିବାକୁ ସମସ୍ତ ପ୍ରୟାସ କରିବେ ବୋଲି ସ୍ପଷ୍ଟ କରିଛନ୍ତି।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.