Home ଓଡ଼ିଶା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜାପାନର ରାଷ୍ଟ୍ରଦୂତ ଏଚ୍.ଇ କେନଜି ହୀରାମତସୁଙ୍କ ମଧ୍ୟରେ ଆଲୋଚନା

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜାପାନର ରାଷ୍ଟ୍ରଦୂତ ଏଚ୍.ଇ କେନଜି ହୀରାମତସୁଙ୍କ ମଧ୍ୟରେ ଆଲୋଚନା

442

– ଇସ୍ପାତ ଉତ୍ପାଦନ, ପାରମ୍ପରିକ ଓ ଅଣପାରମ୍ପରିକ ଏବଂ ନବୀକରଣ ଉର୍ଜା ସମ୍ବଳ କ୍ଷେତ୍ରରେ ଦୁଇ ଦେଶର ସମ୍ପର୍କକୁ ମଜବୁତ କରିବା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ/ଭୁବନେଶ୍ୱର, ଅଗଷ୍ଟ ୨୭ (ଓଡ଼ିଆ ପୁଅ) – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଜାପାନର ରାଷ୍ଟ୍ରଦୂତ ଏଚ.ଇ କେନଜି ହୀରାମାତସୁଙ୍କୁ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଏହି ଅବସରରେ ଉଭୟେ ଇସ୍ପାତ ଉତ୍ପାଦନ, ପାରମ୍ପରିକ ଏବଂ ଅଣ-ପାରମ୍ପରିକ ଓ ନବୀକରଣ ଉର୍ଜା ସମ୍ବଳ କ୍ଷେତ୍ରରେ ଭାରତ ଓ ଜାପାନର ସମ୍ପର୍କକୁ ମଜବୁତ କରିବା ପାଇଁ ଆଲୋଚନା କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.