Home Coronavirus Outbreak କେନ୍ଦ୍ରାପଡା ଜିଲାରେ ଆଜି ୨୩କରୋନା ପଜିଟିଭ

କେନ୍ଦ୍ରାପଡା ଜିଲାରେ ଆଜି ୨୩କରୋନା ପଜିଟିଭ

62

କେନ୍ଦ୍ରାପଡ଼ା ୨୦ ଅଗଷ୍ଟ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) କେନ୍ଦ୍ରାପଡା ଜିଲ୍ଲାରେ ଶୁକ୍ରବାର ୨୩ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶି ବ୍ଲକରେ ୪ଜଣ, କେନ୍ଦ୍ରାପଡା ବ୍ଲକରେ ୭ଜଣ, ମାର୍ଶାଘାଇ ବ୍ଲକରେ ୨ଜଣ ଓ ପଟ୍ଟାମୁଣ୍ଡାଇ ବ୍ଲକରେ ୪ଜଣ, ରାଜକନିକା ବ୍ଲକରେ ୨ଜଣ ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ୩ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.