Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୫କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୫କରୋନା ପଜିଟିଭ

18

କେନ୍ଦ୍ରାପଡ଼ା ୭ ସେପ୍ଟେମ୍ବର (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲାରେ ମଙ୍ଗଳବାର ୧୫ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଡେରାବିଶ ବ୍ଲକରେ ୩ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଗରଦପୁର ବ୍ଲକରେ ୨ଜଣ, କେନ୍ଦ୍ରାପଡା ବ୍ଲକରେ ୪ଜଣ, ମହାକାଳପଡା ବ୍ଲକରେ ୨ଜଣ, ପଟ୍ଟାମୁଣ୍ଡାଇ ବ୍ଲକରେ ୩ଜଣ, ଓ କେନ୍ଦ୍ରାପଡା ପୈାରାଞ୍ଚଳରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.