Home କେନ୍ଦ୍ରାପଡ଼ା କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୦କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୦କରୋନା ପଜିଟିଭ

8

କେନ୍ଦ୍ରାପଡ଼ା ୧୩ -୧୦ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲାରେ ବୁଧବାର୧୦ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ଡେରାବିଶ ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଗରଦପୁର ବ୍ଲକରେ ଜଣେ, କେନ୍ଦ୍ରାପଡା ବ୍ଲକରେ ୨ଜଣ, ମହାକାଳପଡା ବ୍ଲକରେ ଜଣେ, କେନ୍ଦ୍ରାପଡା ପୈାରାଞ୍ଚଳରେ ୪ଜଣ ଓ ଅନ୍ୟ ଜିଲ୍ଲାର ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.