Home ଓଡ଼ିଶା ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

28

ବ୍ରହ୍ମପୁର, ଜୁଲାଇ ୧୦ (ଓଡ଼ିଆ ପୁଅ) – କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିବାର ସୌଭାଗ୍ୟ ଲାଭ କରିଛନ୍ତି ବୋଲି ସେ ଟ୍ୱିଟ୍ କରି କହିଛନ୍ତି।

ଏହି ମନ୍ଦିର ରାଜ୍ୟବାସୀଙ୍କ ଧାର୍ମିକ, ଆଧ୍ୟାତ୍ମିକ, ସାମାଜିକ ଓ ସାଂସ୍କୃତିକ ଭାବାବେଗ ସହ ଯୋଡ଼ି ହୋଇ ରହିଛି। ମା’ଙ୍କ ନିକଟରେ ସମାଜର କଲ୍ୟାଣ ପାଇଁ କେନ୍ଦ୍ରମନ୍ତ୍ରୀ ପ୍ରାର୍ଥନା କରିଥିବା ଟ୍ୱିଟରେ କେନ୍ଦ୍ରମନ୍ତ୍ରୀ ଉଲ୍ଲେଖ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.