Home Top News ଗୁଣ୍ଟୁର ଦୁର୍ଘଟଣା : ମୁଖ୍ୟମନ୍ତ୍ରୀଙ୍କ ଶୋକ, ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ଗୁଣ୍ଟୁର ଦୁର୍ଘଟଣା : ମୁଖ୍ୟମନ୍ତ୍ରୀଙ୍କ ଶୋକ, ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

139

ଭୁବନେଶ୍ୱର ୩୦ ଜୁଲାଇ (ଓଡ଼ିଆ ପୁଅ) ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରର ଏକ ମାଛ ଫାର୍ମରେ ବିଦ୍ୟୁତ ଦୁର୍ଘଟଣାରେ ଗୁଣୁପୁରର ଛଅ ଜଣ ଶ୍ରମିକ ପ୍ରାଣ ହରାଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.