ad
ଓଡ଼ିଶା

ଗୋଟିଏ ଦିନରେ ୪୯ ଲକ୍ଷ ୨୯ ହଜାର ୧୨୧ ଆଇଟିଆର ଦାଖଲ

ନୂଆଦିଲ୍ଲୀ,୦୨/୦୯,(ଓଡ଼ିଆ ପୁଅ ପି ନାଏକ): ଆଇଟିଆର ଇ-ଫାଇଲିଂରେ ଆୟକର ବିଭାଗ ରେକର୍ଡ କରିଛି । ୩୧ ଅଗଷ୍ଟ ଗୋଟିଏ ଦିନରେ ୪୯ ଲକ୍ଷ ୨୯ ହଜାର ୧୨୧ ଜଣ ଇ-ଫାଇଲିଂ ଜରିଆରେ ଆଇଟିଆର ଦାଖଲ କରିଛନ୍ତି । ଏପରିକି ୩୧ ତାରିଖ ଦିନ ଗୋଟିଏ ମିନିଟରେ ୭ହଜାର ୪୪୭ ଆଇଟିଆର ଫାଇଲ କରିଥିବା ଜଣା ପଡିଛି । ସେପଟେ ଅଗଷ୍ଟ ମାସରେ ୯୮ ହଜାର ୨୦୨ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ ହୋଇଛି ।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top