ad
ଓଡ଼ିଶା

ତାଜା ଖବର: ମେ ୧୯ ରେ ହେବ ପାଟକୁରାରେ ନିର୍ବାଚନ

ଭୁବନେଶ୍ୱର ୨୪-୪ (ଓଡ଼ିଆ ପୁଅ) ମେ’ ୧୯ରେ ପାଟକୁରାରେ ହେବ ନିର୍ବାଚନ। ଏଥିପାଇଁ ନିର୍ବାଚନ କମିଶନ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ମେ ୧।
ସୂଚନାଯୋଗ୍ୟଯେ, ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରୱାଲଙ୍କ ମୃତ୍ୟୁ ଯୋଗୁ ସ୍ଥଗିତ ରହିଥିଲା ନିର୍ବାଚନ।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top